Browsing Tag

The Chief Minister meet the Prime Minister

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟ ଯେ,…