ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ,ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂର୍ଯ୍ୟ ନାରାୟଣ ପାତ୍ର…