Browsing Tag

the district governor announced holiday to the educational institutes of 8 districts

ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାର ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଯାହା ପ୍ରଭାବରେ ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଏଥି ସହିତ କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…