ଶିମିଳିପାଳ ଜଙ୍ଗଲରେ ନିଆଁ, ବନବିଭାଗ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି
ଶିମିଳିପାଳ ଅଭୟାରଣ୍ୟରେ ଲାଗିଛି ନିଆଁ । ଅଭୟାରଣ୍ୟର ୩୦ ଟି ସ୍ଥାନରେ ନିଆଁ ଲାଗିଥିବା ସୂଚନା । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ତାଳବନ୍ଧ, ଗୁରୁଗୁଡ଼ିଆ ଓ କେନ୍ଦୁମୁଣ୍ଡି ରେଞ୍ଜ ଅଞ୍ଚଳରେ ୨୦ ଟି ସ୍ଥାନରେ ନିଆଁ ଲାଗିଥିବା ବେଳେ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ନଅଣା, ପିଠାବଟା ଓ…