ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ବର(ଓଡିଶା ଫାଷ୍ଟ ବ୍ୟୁରୋ):ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି…