ବଢ଼ିଲା ବିଧାୟକ ଓ ବିଧାୟିକାଙ୍କ ସ୍ୱାସ୍ଥ୍ୟ ବୀମା ରାଶି
ଓଡ଼ିଶା ବିଧାନସଭାର ମାନ୍ୟବର ସଦସ୍ୟ/ ସଦସ୍ୟା ଏବଂ ପୂର୍ବତନ ସଦସ୍ୟ/ ସଦସ୍ୟାମାନଙ୍କ ନିମନ୍ତେ ସରକାରଙ୍କ ତରଫରୁ ୨୦୧୨- ୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନୀ ମାଧ୍ଯମରେ ସ୍ବାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଇଛି। ଚଳିତ ଆର୍ଥିକ ବର୍ଷ ପାଇଁ ମଧ୍ୟ ପ୍ରତ୍ଯେକ ସଦସ୍ୟ/…