ଓସିଏସ୍-୨୦୨୧ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଲେ ହାଇକୋର୍ଟ
ଓଡିଶା ସିଭିଲ ସର୍ଭିସ ୨୦୨୧ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ । ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଲେ ହାଇକୋର୍ଟ । ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ଓପିଏସସିକୁ ନିର୍ଦ୍ଦେଶ । ଚୟନ ପ୍ରକ୍ରିୟା ଜାରି ରହିଲେ ବି ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଣେ ଦିବ୍ୟାଙ୍ଗ…