ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁଆରୀ ୧୭ରେ ହେବ । ନୀତି ସବକମିଟି ପ୍ରସ୍ତାବ ଅନୁମୋଦିତ ହୋଇଛି । ଚାରି ଦ୍ବାରରେ ହେବ ଚାରିବେଦକୁ ନେଇ ପାରାୟଣ । ଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର ସମ୍ପର୍କରେ ଆଲୋଚନା ହୋଇଛି । ଦୋଳବେଦୀ ପର୍ଯ୍ୟନ୍ତ ସମାନ୍ତରାଳ ରାସ୍ତା…