Browsing Tag

The interior photo of the srimandir went viral again

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫଟୋ ଅପଲୋଡ କରିଛନ୍ତି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ କଟକଣା ଥିବା ବେଳେ କିପରି ଏହି ଫଟୋ ଉଠିଲା…