ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ
ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ ।
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ…