ରାତିପାହିଲେ ନୂଆଁଖାଇ; ଭିଡିଓ ସେୟାର କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରୀ ଭାଷାରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ମାଆ ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।…