Browsing Tag

The president inaugurated the train service from Badampaharad station

ବାଦାମପାହାଡ଼ ଷ୍ଟେସନରୁ ରେଳ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ମହାମହିମଙ୍କ ଜନ୍ମମାଟି ଗସ୍ତର ଦ୍ବିତୀୟ ଦିନ । ବାଦାମପାହାଡ଼ ରେଳ ଷ୍ଟେସନରେ ନୂତନ ଟ୍ରେନ୍ ର ଶୁଭାରମ୍ଭ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଦାମପାହାଡ଼-ଟାଟାନଗର ମେମୁ ଟ୍ରେନ୍ , ବାଦାମପାହାଡ଼-ରାଉରକେଲା ଏକ୍ସପ୍ରେସ୍ ଓ ସାଲିମାର-ବାଦାମପାହାଡ଼ ଏକ୍ସପ୍ରେସ୍ ଟ୍ରେନ୍ କୁ ପତାକା ଦେଖାଇ…