Browsing Tag

The results of the 10th CBSEE exam have been released

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ପରୀକ୍ଷାଫଳ

ସିବିଏସ୍‌ଇ ଦଶମ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । www.cbse.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ପରୀକ୍ଷାଫଳ ଦେଖିପାରିବେ । ଚଳିତ ବର୍ଷ ୯୪.୪୦% ପାସ୍‌ ହାର ରହିଛି। ୨୧,୦୯,୨୦୮ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ୨୦,୯୩,୯୭୮ ଜଣ…