ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର
ବୁଣାକାରମାନଙ୍କୁ ରାଜ୍ୟ ସରକାରଙ୍କର ଭେଟି । ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଖବର। ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର। ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର। ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ…