Browsing Tag

The tipper overturned in the canal; 5 workers died

ଘାଟିରେ ଓଲଟିଲା ଟିପ୍ପର; ୫ ଶ୍ରମିକ ମୃତ

ମାଲକାନଗିରି ସ୍ୱାଭିମାନ ଅଞ୍ଚଳର ହନ୍ତାଲଗୁଡ଼ା ଘାଟିରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଲୁହା ରଡ଼, ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଟିପ୍ପର ତଳେ ୨ ଜଣ ଚାପି ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ଆଜି ସକାଳେ ଏକ…