ସେପ୍ଟେମ୍ବରରେ ଆସିବ ୩ଟି ଲଘୁଚାପ !
ସେପ୍ଟେମ୍ବରରେ ସୃଷ୍ଟି ହୋଇପାରେ ୩ଟି ଲଘୁଚାପ । ଏଥିପାଇଁ ପାଗ ଅନୁକୂଳ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏ ନେଇ ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ତେବେ ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି…