ଭୟଙ୍କର ଦୁର୍ଘଟଣା ୩ଜଣ ପୋଲିସ କର୍ମଚାରୀ ମୃତ
ଓଡ଼ିଶା ଫାଷ୍ଟ (ବ୍ୟୁରୋ):ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ସ୍ଥାନାନ୍ତର କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ…