ଆଜିଠୁ ସକ୍ରିୟ କାଳବୈଶାଖୀ
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏପଟେ ଆସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ଆଜିଠୁ ସକ୍ରିୟ ହେବ କାଳବୈଶାଖୀ। ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା ରହିଛି। ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ଖସିବ ଦିନର ତାପମାତ୍ରା ।…