ଏସ୍ଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏସ୍ଟିଏଫ୍ । ଏସ୍ଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରି । ରାୟଗଡା ଜିଲ୍ଲା ଗୁଣୁପୁର ରାମନଗୁଡା ନିକଟରୁ ଧରିଲା ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡି ବସିଲା ଏସ୍ଟିଏଫ୍ ।
ଖବର ଅନୁଯାୟୀ, ରାୟଗଡା ଜିଲ୍ଲାର ରାମନଗୁଡ଼ା ନିକଟରେ ବାଘ…