Browsing Tag

to pray lord Jagannath

ଶପଥ ଗ୍ରହଣ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…