ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା, ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ
ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଦେଓଗାଁ ବ୍ଲକ ଖଇରଗୁଡ଼ାରେ ଶୁଲିଆ ଯାତ୍ରା ଅନୁଷ୍ଠିତ ହେଉଛି। ଭୋରରୁ ମୁଖ୍ୟ ପୂଜକ ଓ ଦେହୁରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୀଠରେ ନିଶିପୂଜା କରିଛନ୍ତି । ଆଦିବାସୀଙ୍କ ବେଶଭୂଷା ଓ ପାରମ୍ପରିକ ବାଦ୍ୟଯନ୍ତ୍ରରେ ସୁସଜ୍ଜିତ ଶୋଭାଯାତ୍ରାରେ…