୩ରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ!
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୋଆ ଜଳବାୟୁ ଓ ପାଣିପାଗ ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ରାଜ୍ୟରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ନାହିଁ । ଜୁଲାଇ ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଦକ୍ଷିଣ…