Browsing Tag

Twit

ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ…