ଲୋକଙ୍କ ନିକଟତର ହୁଅ, ସେମାନଙ୍କ ହିତ ପାଇଁ କାମ କର : ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…