ପୂର୍ବତନ ବିଧାୟକ ଉଦୟନାରାୟଣ ଦେବଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପରଲୋକରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବ । ବୁଧବାର ରାତି ୧୧ଟା ବେଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ରାଜା ସାହେବ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୯୩୫…