ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ
ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ । ହୃଦଘାତରେ ୭୬ ବର୍ଷ ବୟସରେ ପୂର୍ବତନ ବାଲିକୁଦା ବିଧାୟକଙ୍କ ଦେହାନ୍ତ । ଜଗତସିଂହପୁର ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ…