ନବୀନଙ୍କ ଉଦ୍ୟମକୁ ଜାତିସଂଘ(ମହିଳା)ର ପ୍ରଶଂସା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭା ଗୁଡିକରେ ୩୩ % ସ୍ଥାନ ମହିଳାଙ୍କ ପାଇଁ ସଂରକ୍ଷଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ୟମ ଜାରି ରଖିଥିବାରୁ ଜାତିସଂଘ(ମହିଳା) ପକ୍ଷରୁ ତାଙ୍କୁ ପ୍ରଂଶସା କରାଯାଇଛି । ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…