ଆଇସିଏମଆର ଓ ଆରଏମଆରସିର ଆନେକ୍ସ ବିଲଡିଂର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ମାଣ୍ଡଭୀୟ
ଓଡ଼ିଶାର ଶିଶୁଙ୍କର ଥିବା କୁପୋଷଣ, ଗର୍ଭବତୀ ମହିଳାଙ୍କ ରକ୍ତହୀନତା ଓ ଅନ୍ୟାନ୍ୟ ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମଆର) ଓ ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର (ଆରଏମ୍ଆରସି), ଭୁବନେଶ୍ୱରକୁ ଆହ୍ୱାନ କରିଛନ୍ତି କେନ୍ଦ୍ର…