ଗୋବିନ୍ଦ ସାହୁ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଗୋବିନ୍ଦ ସାହୁ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମମିତା ମେହେରର ଡ଼ିଏନଏ ରିପୋର୍ଟର ଆସାମଞ୍ଜସ୍ୟକୁ ନେଇ ପ୍ରଶ୍ନ ଉଠାଇଲେ ଧର୍ମେନ୍ଦ୍ର। ନିରପେକ୍ଷ ତଦନ୍ତ ହେବା ଦରକାର ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯେତେବେଳେ ହାଜତ କିମ୍ବା…