ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସାବରମତୀ, କାଶୀ ଓ ବାରାଣାସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ 'ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ' ଅଧୀନରେ ବିକଶିତ କରାଯାଇପାରିବ । ମୋଦୀ ସରକାର 'ବିକାଶ ବି, ବିରସାତ୍ ବି' ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ…