ପଦ ଛାଡ଼ିଲେ ଆରଵିଆଇ ଗଭର୍ଣ୍ଣର ଉର୍ଜିତ ପଟେଲ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ସ୍ବାୟତ୍ତତାକୁ ନେଇ କେନ୍ଦ୍ର ସରକାରଙ୍କ ସହ ମତଭେଦ ଚାଲିଥିବା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗଭର୍ଣ୍ଣର ଉର୍ଜିତ ପଟେଲ ସୋମବାର ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଉଲ୍ଲେଖ କରି ଉର୍ଜିତ ଇସ୍ତଫାପତ୍ରରେ ପ୍ରଦାନ କରିଛନ୍ତି । ସେ ଲେଖିଛନ୍ତି ଯେ,…