ମେୟର ଓ କର୍ପୋରେଟରଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗର ଉନ୍ନୟନ ପରିଷଦ, ଦୁର୍ଗାପୂଜା ସମିତି ଓ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ମିଳିତ ଭାବେ ନବନିର୍ବାଚିତ ମେୟର ସୁଲୋଚନା ଦାସ ଓ ୧୧ ନମ୍ବର କର୍ପୋରେଟର ପ୍ରଭାସିନୀ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଉନ୍ନୟନ ପରିଷଦ ତଥା…