ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜଣେ ଭିଜିଲାନ୍ସ ବିଭାଗ ଅଧିକାରୀ ପଡ଼ିଛନ୍ତି। ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ…