Browsing Tag

vijilance read

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ଆରଡବ୍ଲୁ ସରକାରୀ ଯନ୍ତ୍ରୀ ପ୍ରମୋଦ ବେଉରିଆଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ସୂଚନା ଥାଉକି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋର ଆରଡବ୍ଲୁ ସରକାରୀ ଯନ୍ତ୍ରୀ…

ଭିଜିଲାନ୍ସ ଜାଲରେ ଜିଲ୍ଲା କୃଷି ଅଧିକାରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ମାଲକାନଗିରି ଜିଲ୍ଲା କୃଷି ଅଧିକାରୀ ଏମ୍‌. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ କରାଯାଇଛି ଚଢାଉ । ପ୍ରକାଶ ଥାଉକି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା କୃଷି…

ଝାରସୁଗୁଡ଼ା OMVDଙ୍କ ଘରେ ଭିଜିଲାନ୍ସ ରେଡ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଝାରସୁଗୁଡ଼ା OMVD ଏଏସ୍ଆଇ ହରେକୃଷ୍ଣ ନାୟକଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ ହୋଇଛି । ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । କଟକ, ପୁରୀ, ଝାରସୁଗୁଡ଼ା ଓ ଗଞ୍ଜାମରେ ସମେତ ଅନେକ ସ୍ଥାନରେ ଚଢାଉ କରାଯାଇଛି । ସୂଚନା ଥାଉକି, ଏହି ଚଢାଉ ବେଳେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଜି ସୁନାବେଡା ପୌରପରିଷଦର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ୬ଟି ସ୍ଥାନରେ ଚାଲିଛି ଚଢାଉ କରାଯାଇଛି । ଏହି 6ଟି ସ୍ଥାନ ହେଲା ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କୋରାପୁଟ, ଭୁବନେଶ୍ବର ।…

ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ରେଡ୍

ଓଡିଶା ଫାଷ୍ଟ : ଆଜି ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ରେଡ୍‌ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘରେ ରେଡ୍‌ କରୁଛି ଭିଜିଲାନ୍ସ । ଏକକାଳୀନ ୭ଟି ଘରେ ଚଢ଼ାଉ କରୁଛି ଭିଜିଲାନ୍ସ । ପୈତୃକ ଘର ଜଗତସିଂହପୁର ଜିଲ୍ଲାର ରେଢୁଆ…

ଭିଜିଲାନ୍ସ ପଞ୍ଝାରେ ଓମଫେଡ ଡେପୁଟି ଜେନେରାଲ ମ୍ୟାନେଜର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭିଜିଲାନ୍ସ ଜାଲରେ ସମ୍ବଲପୁର ଓମଫେଡର ଡେପୁଟି ଜେନେରାଲ ମ୍ୟାନେଜର କିଶୋର କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓମଫେଡ ବା ସାମୁଲର ଡେପୁଟି ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ଼ କରିଛି । ଏକକାଳୀନ ଭାବେ ୪ଟି ସ୍ଥାନରେ ଚଢାଉ କରିଛି…

ରତ୍ନାକର ସେଠୀଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏସିଏସଓ ରତ୍ନାକର ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ରତ୍ନାକରଙ୍କ ମୋଟ୍ ୬ କୋଟି ୪୩ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ରତ୍ନାକର ଓ ସ୍ତ୍ରୀ ଭାଗ୍ୟଲତା ସେଠୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ଭାଗ୍ୟଲତା ସେଠୀଙ୍କ ସମ୍ପୃକ୍ତି…

ଶିକ୍ଷକ ଘରୁ ୪ କୋଟି ୭୩ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା ଗ୍ରାମର ଜଣେ ଶିକ୍ଷକ ଘରେ ଭିଜିଲାନ୍ସ ଚଢ଼ାଉ କରି ୪ କୋଟି ୭୩ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଛି । କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି ଆୟ ବହିର୍ଭୂତ ସମ୍ପତ୍ତି ଠୂଳ କରିଥିବା ଭିଜିଲାନ୍ସ…

ଭିଜିଲାନ୍ସ ପଞ୍ଝାରେ ପୋଲିସ କନେଷ୍ଟବଳ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭିଜିଲାନ୍ସ ଜାଲରେ ପୋଲିସ କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟ । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି ୩୫ଜଣିଆ ଭିଜିଲାନ୍ସ ଟିମ୍‌ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ଭିଜିଲାନ୍ସ…

ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର

ଭିଜିଲାନ୍ସ ଜାଲରେ ଫରେଷ୍ଟର । ଭିଜିଲାନ୍ସ ପକ୍ଷରୁ ଗଜପତି ଜିଲ୍ଲା ନୁଆଗଡ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଚଢାଉ ହୋଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ ଜାରି ରହିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଗଣେଶ ପ୍ରଧାନଙ୍କ ରେଡ୍…