Browsing Tag

Visitors

ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ, ଭାସିଗଲେ ଯୁବକ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ। ଗଭୀର ସମୁଦ୍ରକୁ ଭାସିଯାଇ ଯୁବକ ନିଖୋଜ। ଯୁବକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ । ଲାଇଫ ଗାର୍ଡଙ୍କ ଦ୍ୱାରା ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରବିବାର ସକାଳେ ଉଜ୍ବଳ ପୁରୀ କାମେଲିଆ ସମ୍ମୁଖ…

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣା : ୩ କର୍ମଚାରୀଙ୍କୁ ବାନ୍ଧିଲା ପୋଲିସ

ବାରଙ୍ଗ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ନନ୍ଦନକାନନରେ ସଫାରୀ କର୍ମଚାରୀ ଏବଂ ସ୍ଥାନୀୟ ଲୋକଙ୍କ ପର୍ଯ୍ୟଟକଙ୍କୁ ଆକ୍ରମଣ। ଗୋଡ଼ାଇ ଗୋଡ଼ାଇ ପିଟିଲେ। ଲହୁ ଲୁହାଣ କଲେ । ଆକ୍ରମଣର ଶିକାର ହେଲେ ଛତିଶଗଡ଼ରୁ ଆସିଥିବା ପର୍ଯ୍ୟଟକ। ଏନେଇ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍ ୩ ଜଣ ଆକ୍ରମଣକାରୀଙ୍କୁ…