ଜିଲ୍ଲାପାଳ ଓ ଏସପିଙ୍କୁ ପାଣ୍ଡିଆନଙ୍କ ଚିଠି : ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ନିଜାମୁଦ୍ଦିନ ଫେରନ୍ତାଙ୍କୁ ଚିହ୍ନଟ କର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆହୁରି ଅଧିକ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ନିଜାମୁଦ୍ଦିନ ମରକତ ଫେରନ୍ତାଙ୍କୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି । ଏଥିପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି…