Browsing Tag

warning

ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଭଭୟଙ୍କୁ ତାଗିଦ କଲେ ହାଇକୋର୍ଟ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ହାଇକୋର୍ଟରେ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା। ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଉଭୟଙ୍କୁ ତାଗିଦ କରିଛନ୍ତି ହାଇକୋର୍ଟ । କେହି କାହା ବିରୋଧରେ ମନ୍ତବ୍ୟ ନ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଉ କୌଣସି ଭିଡିଓ ପୋଷ୍ଟ ନ କରିବାକୁ…

ଟ୍ୱିଟ୍ କରି ସତର୍କ କରାଇଲେ ବାଚସ୍ପତି

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ନାମରେ ଫେକ୍ ହ୍ୱାଟସଆପ ଆକାଉଣ୍ଟ। ଏହି ଫେକ୍ ଓ୍ୱାଟସଆପ ଡିପିରେ ବାଚସ୍ପତି ଓମ୍ ବିର୍ଲାଙ୍କ ଫଟୋ ରଖି ସାଂସଦ ମାନଙ୍କୁ ମାସେଜ୍ ପଠାଇବା ଉଦ୍ୟମ କରାଯାଉଥିଲା। ଲୋକସଭା ବାଚସ୍ପତି ଓମ ବିର୍ଲା ଏ ବାବଦରେ ଅବଗତ ହେବା ପରେ ଟୁଇଟ କରି କହିଛନ୍ତି…