ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ଲାଗି ମନ୍ତ୍ରୀ ପ୍ରତାପ ଜେନାଙ୍କ ନିର୍ଦ୍ଦେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ପାଇଁ ଅଟକିଥିବା ପାନୀୟଜଳ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଆରମ୍ଭ କରିବାପାଇଁ ପଞ୍ଜାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପାନୀୟଜଳ ପ୍ରକଳ୍ପ ସଂକ୍ରାନ୍ତରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ…