ଆସୁଛି ଦୁଇ ଦୁଇଟା ଲଘୁଚାପ, ପ୍ରବଳ ବର୍ଷୀବ
ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନରୁ ୩.୧ କିମି ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଗକୁ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସମ୍ଭାବନା । ଚଳିତ ମାସର ତୃତୀୟ ଓ ଚତୁର୍ଥ ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା ରହିଛି। ଏନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ…