Browsing Tag

weather odisha

ଆସନ୍ତାକାଲିଠାରୁ ବଢିବ ବର୍ଷା, ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ତଥା ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ ଏବେ ନାହିଁ। ଅନ୍ୟପଟେ ମୌସୁମୀଜନିତ ନିମ୍ନଚାପ ରେଖା ଅମୃତସର, ଦିଲ୍ଲୀ,…

୨ ତାରିଖ ଯାଏଁ ମିଳିବ ତାତିରୁ ଆଶ୍ବସ୍ତି; ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳ ବର୍ଷା ହେବ । ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ କିଛି ସ୍ଥାନରେ ପ୍ରବଳ…

୪୪.୫ ଡ଼ିଗ୍ରି ସହ ବୌଦ୍ଧ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧକୁ ପୁଣି ଥରେ ତାତି ଫେରିଛି। ବୌଦ୍ଧରେ ଆଜି ଦିନ ତାପମାତ୍ରା ୪୪.୫ ଡ଼ିଗ୍ରି ରେକର୍ଡ ହୋଇଛି। ଏଥି ସହିତ ବୌଦ୍ଧ ଆଜି ମଧ୍ୟ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି…

ଅସମ୍ଭାଳ ତାତି: ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା କଡେଇରେ ସିଝୁଛି ପଶ୍ଚିମ ଓଡ଼ିଶା। ଆଜି ଓ ଆସନ୍ତାକାଲି ମଧ୍ୟ ଆକାଶରୁ ନିଆଁ ବର୍ଷିବ। ଏଥିପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି କରିଛି…

ଜଳୁଛି ସହରଠୁ ଗାଁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରାୟ ସହରରେ ପାରଦ ଉପରମୁହଁ। ୪୨ ଓ ୪୩ ଡିଗ୍ରୀରୁ ତାପମାତ୍ରା ତଳକୁ ଖସୁନାହିଁ। ସୁବର୍ଣ୍ଣପୁର, ବୌଦ୍ଧ ଓ ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ଅତିକ୍ରମ କରୁଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ୪୦ ଡିଗ୍ରୀ ଉପରେ ପାରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟକୁ ଆହୁରି ତିନି ଦିନ ତ୍ରାହି ନାହିଁ । ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଗତକିଛି ଦିନ ଧରି ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । କିଛି କିଛି ସ୍ଥାନରେ ୪୪ ଡିଗ୍ରୀ ମଧ୍ୟ ଟପିଗଲାଣି । ବାହାରକୁ ବାହାରିବା…

ରାଜ୍ୟରେ ନିଆଁ ବର୍ଷା : ଅନୁଗୁଳ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସାରା ରାଜ୍ୟରେ ନିଆଁ ବର୍ଷା। ଚଳିତ ବର୍ଷ ପ୍ରଥମ ଥର ପାଇଁ ଟ୍ଵିନ୍ ସିଟିର ଦିନ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି । ଭୁବନେଶ୍ୱର ତାପମାତ୍ରା ୪୦.୨ ଡିଗ୍ରୀ ଥିବା ବେଳେ କଟକରେ ରହିଥିଲା ୪୦.୫ ଡିଗ୍ରୀ । ରାଜ୍ୟରେ ସବୁଠାରୁ ଉତ୍ତପ୍ତ ସହର ହୋଇଛି…

ବଢ଼ୁଛି ଖରା: କେନ୍ଦୁଝର ସବୁଠୁ ଉତ୍ତତ୍ପ ସହର

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି। ଖରା ଏତେ ମାତ୍ରାରେ ହେଉଛି ଯେ, ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ତେବେ ଆଜି ଦିନ ୧୧.୩୦ ସୁଦ୍ଧା ରେକର୍ଡ ହୋଇଥିବା ଦିନ ତାପମାତ୍ରା ଜାଣି…

କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଓଡିଶା : ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖି ହେବାର ପୁର୍ବାନୁମାନ କରିଛି ଆଞ୍ଚଳିକ…

୧୯ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା

ଭୁବନେଶ୍ଵର : ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି,…