Browsing Tag

weather odisha

୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର : ୪୪ ଡିଗ୍ରୀ ତାପମାତ୍ରା ସହ ଦେଶର ଉତ୍ତପ୍ତ ସହର ହୋଇଛି ଝାରସୁଗୁଡା । ସେହିପରି ୪୩.୯ ଡ଼ିଗ୍ରୀ ସହ ସୋନପୁର ଦ୍ବିତୀୟ ସ୍ଥାନରେ ରହିଛି । ସେପଟେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି ଘଡଘଡି ସହ…

ଆଗକୁ ୩ ଡିଗ୍ରୀ ଯାଏଁ ବଢି ପାରେ ପାରଦ!

ଭୁବନେଶ୍ୱର : ଆହୁରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପାରିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଶନିବାର ରାଜ୍ୟର ୧୩ଟି ସହରର…

ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ

ଭୁବନେଶ୍ୱର : ଉପକୂଳ ଓଡ଼ିଶାରେ ତାତି ଅପେକ୍ଷାକୃତ କମ୍ ରହିବ। କିନ୍ତୁ ଉପାନ୍ତ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାତି ସାମନ୍ୟ ଅଧିକ ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଏହି ପୂର୍ବାନୁମାନ କରିଛି। ଏପ୍ରିଲରେ ଅଧାରୁ ଅଧିକ ଓଡ଼ିଶା ଆଶ୍ବସ୍ତ ରହିବ। ଆଇଏମ୍‌ଡି କହିଛି,…

ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି: ଟିଟିଲାଗଡ ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବା ବେଳେ ଆଗାମୀ ଦିନରେ ବି ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚଆର ବିଶ୍ୱାସ…

୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ୨୧ରୁ ୨୩ ତାରିଖ ଯାଏ ଅନୁଭୂତ ହେବ । ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା…