Browsing Tag

weather

ପଶ୍ଚିମ ଓଡ଼ିଶାକୁ ଫେରିଲା ତାତି, ଜଳୁଛି ବଲାଙ୍ଗୀର ଓ ଟିଟିଲାଗଡ଼

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୪୩ ଡିଗ୍ରୀ ଉପରେ ରହିଥିଲା ୮ ସହର। ଜଳୁଛି ବଲାଙ୍ଗୀର ଓ ଟିଟିଲାଗଡ଼। ୪୪ ଡିଗ୍ରୀ ସହିତ ସୋନପୁର ହୋଇଥିଲା ସବୁଠୁ ଉତ୍ତପ୍ତ। ଗତକାଲି ରାଜ୍ୟର ୧୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଉପକୂଳ…

ସୋମବାର କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ, ମେ ୨୭ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ବିଭିନ୍ନ ମଡେଲରେ ନିର୍ଦ୍ଧାରିତ ତାରିଖରୁ ୪ଦିନ ଆଗୁଆ କିମ୍ବା ପଛୁଆ ହୋଇପାରେ ବୋଲି ଆକଳନ କରାଯାଇଥିଲା। ସାଧାରଣ…

ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଢିବ ଦିନ ତାପମାତ୍ରା। ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା ସୂଚନା…

ଆଗାମୀ ୩ ଦିନ ଯାଏଁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆଗାମୀ ୩ଦିନ ଯାଏ 3ରୁ 4ଡିଗ୍ରୀ ଯାଏ ବୃଦ୍ଧି ପାଇବ ତାପମାତ୍ରା। ବିଶେଷକରି ପଶ୍ଚିମ ଓଡିଶାର 10ଟି ସହରରେ ପାରଦ 40ଡିଗ୍ରୀ ଟପିଥିବା ବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା 43ଡିଗ୍ରୀ ରେର୍କଡ କରାଯାଇଛି। ସେହିପରି ସୁବର୍ଣ୍ଣପୁରରେ 42.8,…

୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା…

କାଳବୈଶାଖୀ ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,…

ମେ’ ଶେଷରେ ଆସିବ ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏଥର ଆଗୁଆ ଆସିବ ମୌସୁମୀ । ମେ ମାସ ଶେଷ ସପ୍ତାହରେ ଆସିପାରେ । ହେଲେ ଚଳିତ ମାସ ଶେଷ ଆଡକୁ ତାପମାତ୍ରା ହ୍ରାସ ହେବ । ଏନେଇ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଏଥର ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା ରହିଛି । ମେ ମାସ ଶେଷ ଆଡକୁ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

୪୪.୫ ଡ଼ିଗ୍ରି ସହ ବୌଦ୍ଧ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧକୁ ପୁଣି ଥରେ ତାତି ଫେରିଛି। ବୌଦ୍ଧରେ ଆଜି ଦିନ ତାପମାତ୍ରା ୪୪.୫ ଡ଼ିଗ୍ରି ରେକର୍ଡ ହୋଇଛି। ଏଥି ସହିତ ବୌଦ୍ଧ ଆଜି ମଧ୍ୟ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି…

ଅସମ୍ଭାଳ ତାତି: ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା କଡେଇରେ ସିଝୁଛି ପଶ୍ଚିମ ଓଡ଼ିଶା। ଆଜି ଓ ଆସନ୍ତାକାଲି ମଧ୍ୟ ଆକାଶରୁ ନିଆଁ ବର୍ଷିବ। ଏଥିପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି କରିଛି…