ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଅବପାତ କାଲି ନେଇପାରେ ବାତ୍ୟାର ରୂପ । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ।…