କ’ଣ ରହିଛି ରାକ୍ଷୀ ପୂର୍ଣ୍ଣିମାର ମହତ୍ୱ ? କିଏ ପ୍ରଥମେ ନିଜ ଭାଇ ହାତରେ ପିନ୍ଧାଇଥିଲେ ରାକ୍ଷୀ
ରକ୍ଷା କରିବା ପାଇଁ ବନ୍ଧାଯାଉଥିବା ପବିତ୍ର ସୂତାକୁ ରାକ୍ଷୀ ପୂର୍ଣ୍ଣିମା କୁହାଯାଏ । ଏହି ପର୍ବକୁ କେବଳ ଓଡିଶା ନୁହେଁ ବରଂ ସାରା ଦେଶରେ ପାଳନ କରାଯାଏ । ଏହାକୁ ଶ୍ରାବଣ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ । ଓଡିଆ ମାନେ ଏହାକୁ ପ୍ରଭୁ ବଳଭଦ୍ରଙ୍କର ଜନ୍ମ ତିଥି ଭାବରେ…