ଗର୍ଭାବସ୍ଥାରେ କାହିଁକି ଅମୃତଭଣ୍ଡା ଖାଇବାକୁ କରାଯାଇଛି ବାରଣ
ଗର୍ଭଧାରଣ ସମୟ ପ୍ରତି ମହିଳା ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ମାତ୍ର ଏହି ସମୟରେ ଗର୍ଭବତୀ ମହିଳାମାନେ କ'ଣ ଖାଇବେ, କ'ଣ ଖାଇବେ ନାହିଁ ତାହା ସବୁବେଳେ ଏକ ବଡ଼ ପ୍ରଶ୍ନବାଚୀ ହୋଇ ଉଭା ହୋଇଥାଏ । ଗର୍ଭଧାରଣକୁ ନେଇ ଥିବା କିଛି ପୁରୁଣା ଧାରଣା ଉପରେ ନିଜ ମତ ରଖିଛନ୍ତି ସ୍ତ୍ରୀ ରୋଗ ବିଶେଷଜ୍ଞ…