କାହିଁକି ପଣା ସଂକ୍ରାନ୍ତିକୁ ଓଡ଼ିଆ ନୂଆ ବର୍ଷ ଭାବେ ପାଳନ କରାଯାଏ ?
ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୁଏ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର…