ନିୟମ ଖିଲାପକାରୀଙ୍କୁ ଗୁଳି ମାରିବାକୁ ନିର୍ଦ୍ଦେଶ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଲକ୍ଡାଉନ୍ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ କଠୋର ହୋଇଛନ୍ତି। ଲକ୍ଡାଉନ୍ ବେଳେ ଯେଉଁମାନେ ଆଇନ ନମାନିବେ ସେମାନଙ୍କୁ ଗୁଳି କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ପୁଲିସ୍କୁ ଅନେକ ଲୋକ ସହଯୋଗ କରୁ ନାହାନ୍ତି। ତେଣୁ…