Browsing Tag

will perform the art culture of their country

ସୋଆରେ ଭିଏତନାମର ସାଂସ୍କୃତିକ ଦଳ, ପରିବେଷଣ କରିବେ ନିଜ ଦେଶର କଳା ସଂସ୍କୃତି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ । ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ । ଭିଏତନାମର ନିନ୍…