୨୨ରେ ଲଘୁଚାପ, ୨୪ରେ ଅବପାତର ରୂପ ନେବ !
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତର-ପୂର୍ବ ଦିଗକୁ ଗତି କରିପାରେ ।…