ପୁରୀଠାରୁ ୭୪୦ କିଲୋମିଟର ଦୂରରେ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬…